ଡୁଡୁମା ଜଳପ୍ରପାତରୁ ଖସିପଡ଼ି ଜଣେ ୟୁଟ୍ୟୁବର ନିଖୋଜ

କୋରାପୁଟ,23।08: କୋରାପୁଟ ଜିଲାର ଡୁଡୁମା ଜଳପ୍ରପାତରେ ଖସିପଡ଼ି ଜଣେ ୟୁଟ୍ୟୁବର ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁର ଅଞ୍ଚଳର ସାଗର ଟୁଡୁ। ଶନିବାର ସାଗର ଜଳପ୍ରପାତ ବୁଲିବାକୁ ଯାଇଥିବା ସମୟରେ ମନୋରମ ଦୃଶ୍ୟର ଭିଡିଓ ଉତ୍ତୋଳନ କରୁଥିଲେ। ଏହି ସମୟରେ ଡ୍ୟାମରୁ ଜଳ ନିଷ୍କାସନ ହୋଇଥିଲା। ପ୍ରବଳ ସ୍ରୋତରେ ପାଣି ମାଡ଼ିଆସିବାରୁ ସାଗରଙ୍କ ଗୋଡ଼ ଖସିଯାଇଥିଲା। ଫଳରେ​‌ ସେ ଖସି ପଡ଼ି ଜଳପ୍ରପାତରେ ଭାସିଯାଇଥିଲେ। ଏହା ପରେ ତାଙ୍କର ପତ୍ତା ମିଳି ନଥିଲା। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ମିଳିଛି।

  • Related Posts

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର

    ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ –…

    Continue reading
    SOA FACULTY CHOSEN AS INDIA’S CHANGE MAKER FOR 2025

    Bhubaneswar, Sept. 2, 2025: Dr. Swayam Prabha Satpathy, Associate Professor at the Siksha ‘O’ Anusandhan Deemed to be University here, has been picked as one of India’s Change Makers for…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର