ତହସିଲଦାରଙ୍କୁ ହତ୍ୟା ଧମକ ଦେଲେ ବିଜେଡ଼ି ବିଧାୟିକାଙ୍କ ସ୍ୱାମୀ

ନର୍ଲା : ତହସିଲଦାରଙ୍କୁ ଅଶ୍ଳୀଳ ଭାଷାରେ ଗଲି ଗୁଲଜ କରିବା ସହ ହତ୍ୟା ଧମକ ଦେଲେ ବିଜେଡ଼ି ବିଧାୟିକାଙ୍କ ସ୍ୱାମୀ। ବିଜେଡିର ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ୱାମୀ ଦୁର୍ଗାପ୍ରସନ୍ନ ମହାନ୍ତିଙ୍କ ନାମରେ ଆସିଲା ସାଙ୍ଘାତିକ ଅଭିଯୋଗ।କଳାହାଣ୍ଡି ଜିଲ୍ଲା ନର୍ଲା ବିଧାୟିକାଙ୍କ ସ୍ବାମୀ ଦୁର୍ଗାପ୍ରସାଦ ମହାନ୍ତି ଓରଫ ମୁନ୍ନା ମହାନ୍ତି ଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ମୁନ୍ନା ନର୍ଲା ତହସିଲଦାର ବିଭୁପ୍ରସାଦ ସିଂ ଙ୍କୁ ଅଭଦ୍ର ଭାଷାରେ ଗାଳି ଗୁଲଜ ଦେବା ସହ ଜୀବନରେ ମାରି ଦେବାର ଧମକ ଦେଇଥିବା ତହସିଲଦାର ପୁଲିସ ପାଖରେ ଅଭିଯୋଗ କରିଥିଲେ। ତେବେ କିଛି ଦିନ ହେଲା କଳାହାଣ୍ଡି ପୁଲିସର ଏକ ସ୍ବତନ୍ତ୍ର ଟିମ୍ ଭୂବନେଶ୍ୱରରେ ଡେରା ପକେଇ ମୁନ୍ନା ମହାନ୍ତି ଉପରେ ନଜର ରଖିଥିଲେ। ମୁନ୍ନା ବିଧାୟିକାଙ୍କ ସରକାରୀ ବାସଭବନରେ ଥିବା ଜାଣିପାରି ଆଜି ଚଢ଼ଉ କରିଥିବା ଜଣାପଡିଛି। ତେବେ ଏହାକୁ ନେଇ ବିଜେଡି ନେତା ମାନେ ଘଟଣା ସ୍ଥଳରେ ପହଞ୍ଚି ପୁଲିସକୁ ବିରୋଧ କରିଛନ୍ତି।
ଘଟଣାକୁ ନେଇ ପୁଲିସ ପାଖରେ ମାମଲା ରୁଜୁ ହୋଇଥିବାକୁ ଜଣାପଡିଛି।

  • Related Posts

    ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

    ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨…

    Continue reading
    ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବରିଷ୍ଠ ବିଜେଡିନେତା ହରିଶ୍ଚନ୍ଦ୍ର ପଣ୍ଡା(ଟିତୁ)ଙ୍କ ପତ୍ନୀ ପୂଜା ପଣ୍ଡା(୩୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ରାତିରେ ନୂଆପଡ଼ା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ରାତି ପ୍ରାୟ ସାଢେ଼ ୮ଟାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ