ତାମିଲନାଡୁ : କିଏ କେତେ ଆସନରେ ଆଗୁଆ ?

ଗର୍ବିତ ଓଡ଼ିଆ : ଟିଭି ପରଦାରେ ଅନେକ ଫଳାଫଳ ମନଇଚ୍ଛା ଦର୍ଶାଯାଉଛି । ଏଭଳି କ୍ଷେତ୍ରରେ ନିର୍ବାଚନ କମିଶନଙ୍କ ତଥ୍ୟ ହିଁ ସଠିକ୍‌ । ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ତାମିଲନାଡୁରେ ଏଡ଼ିଏମକେ ୧୪ ଆସନରେ ଆଗୁଆ ଥିବାବେଳେ ଟିଭିକେ ୧୩ ଆସନରେ ଆଗୁଆ ରହିଛି । ଯେତେବେଳେକି ଡିଏମକେ ୭, କଂଗ୍ରେସ ୨ ଓ ପିଏମକେ ଗୋଟିଏ ଆସନରେ ଆଗୁଆ ରହିଛି । ଟିଭିକେରେ ଦମଦାର ପ୍ରଦର୍ଶନ ବିଜୟଙ୍କ ଶିବିରକୁ ଉତ୍ସାହିତ କରିଦେଇଛି । ସେ ଏବେ କିଙ୍ଗମେକର ଭୂମିକାରେ ରହିବେ ବୋଲି ଅନୁମାନ କରାଯାଉଛି ।
ଆସାମରେ ୧୨୬ ଆସନ ଥିବାବେଳେ ଏଯାବତ୍‌ ଗଣତି ଚାଲିଥିବା ଆସନ ମଧ୍ୟରୁ ବିଜେପି ୧୯, ବିଓପିଏଫ ୩, ଏଜିପି ୨, କଂଗ୍ରେସ ୨ ଓ ଏଏସଏମଜେଟିୱାଇପି ୧ ଆସନରେ ଆଗୁଆ ରହିଛି ।

Related Posts

ମହାକାଳପଡ଼ା ଥାନାରେ NHRC ଟିମ୍

କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

Continue reading
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ