ତିନିଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ

ଦେବଗଡ଼:ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ଦଣ୍ଡାସିଂହା ପଞ୍ଚାୟତର ବାଲିନାଲି ଗ୍ରାମରେ ବାପୁଜୀ କ୍ଲବ ପକ୍ଷରୁ ଚାଲିଥିବା ତିନିଦିନିଆ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚରେ ପୁରୁଣାପାଣି ଦଳ ୧-୦ ଗୋଲରେ ନୂଆଗାଁ ଦଳକୁ ପରାସ୍ତ କରି ଚାମ୍ପିଅନ ହୋଇଥିଲା ମ୍ୟାଚକୁ ଆନନ୍ଦ ମିର୍ଦ୍ଧା,ପରେଶ ପ୍ରଧାନ,ଦେବାନନ୍ଦ ମିର୍ଦ୍ଧା,ଯୋଗେନ୍ଦ୍ର ପ୍ରଧାନ ପରିଚାଳନା କରିଥିଲେ। ଉଦଯାପନୀ ତଥା ପୁରସ୍କାର ବିତରଣି କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ମୁଖ୍ୟଅତିଥି, ହୀରାଲାଲ ସାହୁ, ଦୁଃଖବନ୍ଧୁ ସାହୁ,ଟଙ୍କଧର ପ୍ରଧାନ,ଜୟା ପ୍ରଧାନ,ରବୀନ୍ଦ୍ର ସାହୁ, ଖଗେଶ୍ୱର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ।ପ୍ରତିଯୋଗିତା ପରିଚାଳନାରେ କ୍ଲବର ସଭାପତି ତପନ ଦୀପ,ସମ୍ପାଦକ ଲିକୁନ ସାହୁଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ