ତିନିଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ

ଦେବଗଡ଼:ଦେବଗଡ ଜିଲ୍ଲା ବାରକୋଟ ବ୍ଲକର ବସାଲଇ ଗ୍ରାମରେ ଚାଲିଥିବା ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ଫାଇନାଲ ମ୍ୟାଚ ବଳମ ସହିତ ପୁରୁଣାପାଣି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ ବଳମ ଦଳ ଚାମ୍ପିଅନ ହୋଇଥିଲା। ପ୍ରତିଯୋଗିତାକୁ ସରୋଜ ଗଡ଼ନାୟକ ପରେସ ପ୍ରଧାନ ପରିଚାଳନା କରିଥିଲେ। କ୍ଲବର ସଭାପତି ରଞ୍ଜନ ଦେହୁରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ତଥା ପୁରସ୍କାର ବିତରଣି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ ମୁଖ୍ୟଅତିଥି,ବିଜେପି କଣ୍ଡଳ ମଣ୍ଡଳ ସଭାପତି ଅରୁଣ ମହାପାତ୍ର, ଶିକ୍ଷାବିତ୍ ଚୁଡ଼ାମଣି ପ୍ରଧାନ,ସମ୍ପାଦକ ଓମ୍ ପ୍ରକାଶ ସ୍ୱାଇଁ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତ‌ା ଦଳକୁ ପୁରସ୍କୃତ କରିଥି‌ଲେ।

  • Related Posts

    ହସ୍ପିଟାଲରେ ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା

    ବଲାଙ୍ଗୀର: ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଶିଶୁ ଓ ମାତୃ ହସ୍ପିଟାଲରେ ଗୁରୁବାର ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗତ ରବିବାର କଣ୍ଟାବାଞ୍ଜି ଆଶ୍ରମପଡ଼ାର ଅନୀଲ ବେହେରାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କ ଗର୍ଭରେ ଥିବା ଶିଶୁ…

    Continue reading
    ଯନ୍ତ୍ରୀଙ୍କ ୭ ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ଉ

    କଳିଙ୍ଗନଗର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲା ବଡ଼ଚଣା ଆର୍‌ ଆଣ୍ଡ ବି ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀଙ୍କ ଘର ଓ ଅଫିସ ସମେତ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି