ତିନି ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ପୁଣି ଏନକାଉଣ୍ଟର ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ଘଟଣା ସ୍ଥଳରୁ AK47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଶୁକ୍ରବାର ମଧ୍ୟ ସେଠାରେ ଏନକାଣ୍ଟର ହୋଇଥିବା ବେଳେ ତେଲେଙ୍ଗାନାର ମୋଷ୍ଟ ୱାଣ୍ଟେଡ ମାଓ ନେତା ମାଲିରାପୁ ଆଡ଼ଲୁ ଓରଫ ଭାସ୍କର ପ୍ରାଣ ହରାଇଥିବା ନେଇ ସୁଚନା ଦେଇଥିଲେ ବସ୍ତର ଆଇଜି ସୁନ୍ଦରରାଜ ପି । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଭାରି ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ମିଳିତ ଅପରେସନ ଜାରି ରହିଛି । ପୂର୍ବରୁ କେନ୍ଦ୍ରୀୟ କମିଟି ସଦସ୍ୟ ସୁଧାକର ପ୍ରାଣ ହରାଇଥିବା ବେଳେ ପୁଣି ଥରେ ଏଠାରେ ଅପରେସନ ଆରମ୍ଭ କରିଛନ୍ତି ସୁରକ୍ଷା କର୍ମୀ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ