ତିବ୍ଦତରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

ତିବ୍ଦତ: ଗୁରୁବାର ତିବ୍ଦତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ଥିବା ଜଣାପଡିଛି । ତେବେ କ୍ଷୟକ୍ଷତିର ଖବର ଏଯାଏ ହସ୍ତଗତ ହୋଇପାରିନାହିଁ । କିନ୍ତୁ ଏହଦ୍ୱାରା ହିମାଳୟ ପାର୍ବତୀୟ ଅଞ୍ଚଳର ପରିବେଶ ଉପରେ ଏହାର ପ୍ରତିକୂଳ ପ୍ରଭାବ ପଡିବା ଆଶଙ୍କା ପ୍ରକାଶ ପାଇଛି । ବିଶେଷ କରି ଏହା ଏକ ବରଫାବୃତ୍ତ ଅଞ୍ଚଳ ହୋଇଥିବାରୁ ହୀମସ୍ଖଳନ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶଙ୍କା ପ୍ରକଟ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗତ ଅଗଷ୍ଟ ୨୧ ତାରିଖରେ ନେପାଳ-ତିବ୍ଦତ ସୀମାରେ ଏପରି ହୀମସ୍ଖଳନ ଯୋଗୁ ଆସିଥିବା ପ୍ରଳୟଙ୍କକରୀ ବନ୍ୟାରେ ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଥିବା ବେଳେ ବହୁ ଘରଦ୍ୱାରା ମାଟିରେ ମିଶି ଯାଇଥିଲା ।

  • Related Posts

    ମୋଦୀଙ୍କୁ ନେତାନ୍ୟାହୁଙ୍କ ନିମନ୍ତ୍ରଣ

    ନୂଆଦିଲ୍ଲୀ: ଭାରତ ଓ ଇସ୍ରାଏଲ ମଧ୍ୟରେ ରଣନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍‌ରେ କଥା ହୋଇ ଇସ୍ରାଏଲର ସ୍ୱାଧୀନତା…

    Continue reading
    ଖୁବ୍‌ଶୀଘ୍ର ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି : ଟ୍ରମ୍ପ

    ୱାଶିଂଟନ: ଭାରତ ଓ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡ଼ିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଭୟ ଦେଶ ଚୁକ୍ତିକୁ ଚୂଡ଼ାନ୍ତ ରୂପ ଦେବାର ନିକଟତର ହୋଇଥିବା ସୂଚନା ଦେଇଛନ୍ତି। ସେହିପରି ଆମେରିକାର ବୈଦେଶିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି