ଥାନାରେ ହାଜର ହେଲେ ଓଏଏସ ସାର୍ଥକ

ଭୁବନେଶ୍ୱର: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର । ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି । ସ୍ୱାମୀଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଛନ୍ତି ପତ୍ନୀ । ଓସ୍‍ଡମାରେ ଡିଜିଏମ୍‍ ଭାବେ କାର୍ୟ୍ୟରତ ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର ତାଙ୍କ ପତ୍ନୀ ଓ ନବଜାତ ପିଲା ପ୍ରତି ନିଷ୍ଠୁରତା ଓ ମାନସିକ ନିର୍ୟାତନା ଦେବା ସହ ଉଭୟଙ୍କୁ ହସ୍ପିଟାଲରୁ ଛାଡି ପଳାଇବା ଅଭିଯୋଗ ହୋଇଥିଲା ।
ଗୁରୁବାର ପତ୍ନୀ ଅର୍ଚ୍ଚନା ଦାସଙ୍କ ବୟାନ ରେକର୍ଡ କରାଯାଇଛି । ବାହାଘରଠାରୁ ଆରମ୍ଭ କରି ସନ୍ତାନ ହେବା ପର୍ୟ୍ୟନ୍ତ ଉଭୟଙ୍କ ଭିତରେ କଣ ଘଟିଥିଲା ସେନେଇ ପଚରାଉଚରା ହୋଇଛି । ତେବେ ଓଏଏସ୍‍ ସାର୍ଥକଙ୍କୁ ମହିଳା ଥାନା ନୋଟିସ୍‍ କରିବା ପରେ ଆଜି ସେ ଥାନାରେ ହାଜର ହୋଇଛନ୍ତି । ଅନ୍ୟପକ୍ଷରେ ପୁଅ ଜନ୍ମର ଦୁଇ ଦିନ ପରେ ସାର୍ଥକ କାହିଁକି ଲୁଚିକି ହସ୍ପିଟାଲରୁ ପଳାଇଲେ ତାର ତଦନ୍ତ ହେବାର ଆବଶ୍ୟକତା ରହିଛି ।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ