ଥାନା ହାଜତରୁ ୨ ଅଭିଯୁକ୍ତ ଫେରାର

ପୁରୀ: ପୁରୀ ଜିଲା ଗୋପ ଥାନା ହାଜତରୁ ମଙ୍ଗଳବାର ୨ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ପାଇଖାନା ସ୍କାଏ ଲାଇଟ୍‌ ଭାଙ୍ଗି ଅଭିଯୁକ୍ତମାନେ ଚମ୍ପଟ ମାରିଥିବା ସୂଚନା ମିଳିଛି। ଚୋରି ମାମଲାରେ ବାଇକ୍‌ ସହ ୨ ଅଭିଯୁକ୍ତ ଗିରଫ ହେଇଥିଲେ।

ଅନ୍ୟପକ୍ଷେ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି। ହେଲେ ପୋଲିସ ଅଭିଯୁକ୍ତଙ୍କୁ ଧରିପାରି ନାହିଁ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

  • Related Posts

    ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

    ମାଲକାନଗିରି : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ କାଞ୍ଚଲୱାଡା ଗ୍ରାମରେ ପାରିବାରିକ କଳହରୁ ହତ୍ୟା ହୋଇଛି। ସ୍ୱାମୀ ବୁଦୁରା ମାଢିଙ୍କ ଟାଙ୍ଗିଆ ଆକ୍ରମଣରେ ସ୍ତ୍ରୀ ଦେବେ ମାଢିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମାଲକାନଗିରି ଆଦର୍ଶ…

    Continue reading
    ସର୍କିଟ ହାଉସରୁ ବନ୍ଧୁକ ଜବତ, ୨ଗିରଫ

    ରାଉରକେଲା: ପାନପୋଷ ସର୍କିଟ ହାଉସରୁ ରଘୁନାଥପାଲି ପୁଲିସ ବନ୍ଧୁକ ଜବତ କରିଛିl ଏହି ଘଟଣାରେ ପୁଲିସ ଦୁଇ ଯୁବକଙ୍କୁ ଗିରଫ କରିଛି l ଜଣେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ଓ ଅନ୍ୟ ଜଣେ ବ୍ରହ୍ମପୁରର l ସହର ଜଣେ ଯୁବ ବିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ