ଦରଦାମ୍ ବୃଦ୍ଧି, ୬ରେ ଆନ୍ଦୋଳନ କରିବ ବିଜେଡ଼ି

ଭୁବନେଶ୍ବର: ଦରଦାମ୍ ବୃଦ୍ଧିକୁ ନେଇ ଆସନ୍ତା ୬ ତାରିଖରେ ବିଜେଡି ଆନ୍ଦୋଳନ କରିବ। ରାଜ୍ୟରେ ଅତ୍ୟାବଶକୀୟ ଜିନିଷର ଦରଦାମ ଅହେତୁକ ବୃଦ୍ଧି ଯୋଗୁଁ ଗରିବ ଲୋକଙ୍କୁ ବାଧୁଛି। ଅନ୍ତର୍ଜାତୀୟ ସ୍ତରରେ ତୈଳ ଦର କମିଥିଲେ ମଧ୍ୟ ତଳ ସ୍ତରରେ ତୈଳ ଦର କମୁନାହିଁ । ଦରଦାମ ଏବେ ସାଧାରଣ ଲୋକଙ୍କ ପାଇଁ ବୋଝ ହୋଇଛି । ଏହାର ପ୍ରତିବାଦରେ ବିଜେଡି ଆସନ୍ତା ୬ତାରିଖରେ ଆନ୍ଦୋଳନ କରିବ। ଦରଦାମ୍ ବୃଦ୍ଧିକୁ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଥିବାରୁ ବିଜେଡି ଲୋୟର ପିଏମଜିରୁ ଲୋକସଭା ଭବନ ଆଗରେ ବିକ୍ଷୋଭ କରିବ ବୋଲି ବରିଷ୍ଠ ବିଜେଡି ନେତା ପୂର୍ବତନ ବିଧାୟକ ପ୍ରତାପ ଜେନା କହିଛନ୍ତି।

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

    ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି