ଦିନିକିଆ କ୍ରିକେଟରେ ୧୪ ହଜାର ରନ୍ ପୁରା କଲେ କୋହଲି

ଦୁବାଇ : ବିରାଟ କୋହଲି ଗୋଟେ ଗୋଟେ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଛନ୍ତି । ଏବେ କୋହଲି ସଚିନଙ୍କ ଆଉ ଏକ ରେକର୍ଡ ନିଜ ନାଁରେ କରିଛନ୍ତି । ପାକିସ୍ତାନ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫି ମୁକାବିଲାରେ କୋହଲିଙ୍କ ଅନ୍ତର୍ଜାତୀୟ କ୍ରିକେଟରେ ୧୪ ହଜାର ରନ୍ ପୁରା ହୋଇଯାଇଛି । କୋହଲି ସଚିନ ତେନ୍ଦୁଲକର ଓ କୁମାର ସଙ୍ଗକାରାଙ୍କ ପରେ ଏହି ତାଲିକାରେ ତୃତୀୟ ଖେଳାଳୀ ଯିଏ ଏହି ରେକର୍ଡ କରିଛନ୍ତି । ସେ ସେପ୍ଟେମ୍ବର ୨୦୨୩ରେ ପାକିସ୍ତାନ ବିପକ୍ଷରେ କୋଲମ୍ବୋରେ ଏସିଆ କପ ସମୟରେ ୧୩ ହଜାର ଦିନିକିଆ ରନ୍ ପୁରା କରିଥିଲେ । କୋହଲି ୨୦୨୩ ବିଶ୍ବ କପ୍ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିରୁଦ୍ଧରେ ମୁମ୍ବାଇରେ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ