ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ଭୋଟ୍‌ ହାତେଇବା ସକାଶେ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଝାଡ଼ଖଣ୍ଡ ନିର୍ବାଚନ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଚାର କରିଥିଲେ। ଅନ୍ୟପଟେ ଭାଜପାର ବହୁ ନେତା ଏବେ ଝାଡ଼ଖଣ୍ଡ ଯାଇ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କାମରେ ଲାଗି ଯାଇଛନ୍ତି।”

Related Posts

ବେଳାଭୂମିରେ ମଦ ବିକିପାରିବ ଓଟିଡିସି

ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

Continue reading
୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ