ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

ନୂଆଦିଲ୍ଲୀ: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍‍, ରିଙ୍ଗ ରୋଡ୍‍, ଜିଟି କର୍ଣ୍ଣାଲ୍‍ ରୋଡ୍‍, ରୋହିଣୀ, ମଧୁବନ ଚୌକ୍‍, ଆନନ୍ଦ ବିହାର ଭଳି ଆହୁରି ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍‍ ଜାମ୍‍ ରହିଛି । ପ୍ରବଳ ବର୍ଷା ପାଇଁ ଜଳମଗ୍ନ ହୋଇଛି ସମଗ୍ର ଅଞ୍ଚଳ । ଅନ୍ୟପଟେ ହରିନଗର ଜଇତପୁରରେ କାନ୍ଥ ଭୁଶୁଡି ବଡ ଅଘଟଣ ଘଟିଛି । ରାତି ସାରା ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ