ଦୀପାବଳୀ ପାଳିବେନି ନବୀନ, ବନ୍ୟା ପୀଡ଼ିତଙ୍କୁ ସମବେଦନା

ଭୁବନେଶ୍ୱର: ବନ୍ୟା ପୀଡ଼ିତଙ୍କ ପାଇଁ ଦୀପାବଳି ପାଳନ କରିବେନି ନବୀନ ପଟ୍ଟନାୟକ । ବନ୍ୟା ଦୁର୍ଗତ ଗଞ୍ଜାମ ଗଜପତି ଓ କନ୍ଧମାଳର ଲୋକ ମାନଙ୍କ ପ୍ରତି ସମବେଦନା ଜଣାଇ ଦୀପାବଳୀ ପାଳନ କରିବେ ନାହିଁ ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଅର୍ଣ୍ଣବ ବାତ୍ୟା ଜନିତ ବନ୍ୟା ଯୋଗୁଁ ଗଞ୍ଜାମ ଓ ଗଜପତି ରେ ନାହିଁ ନ ଥିବା କ୍ଷତି ହୋଇଛି । ଲୋକ ମାନେ ଅକଥନୀୟ ଦୁଃଖ ରେ ଅଛନ୍ତି । କନ୍ଧମାଳ ରେ ଭୁସ୍ଖଳନ ଯୋଗୁଁ ମାଟି ତଳେ ଚାପି ହୋଇଥିବା ନିଖୋଜ ସବୁ ଲୋକଙ୍କୁ ଏ ପର୍ଯ୍ୟନ୍ତ ଉଦ୍ଧାର କରାଯାଇ ପାରିନାହିଁ । ତେଣୁ ଲୋକଙ୍କ ଏ ଦୁଃଖ ସମୟ ରେ ଦୀପାବଳୀ ପାଳନ କରିବେ ନାହିଁ । ସୂଚନା ଯୋଗ୍ୟ ଯେ ବିରୋଧୀ ଦଳ ନେତା ନବୀନ ଏବେ ଗଞ୍ଜାମର ବନ୍ୟା କ୍ଷତି ଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି ।

  • Related Posts

    ବନ୍ୟା ପ୍ରଭାବିତ ଚାଷୀଙ୍କ ଦୁଃଖ ଶୁଣିଲେ ନବୀନ

    ଶେରଗଡ଼: ବନ୍ୟା ପ୍ରଭାବିତ ଚାଷୀଙ୍କ ଦୁଃଖ ଶୁଣିଲେ । ଭାବପ୍ରବଣ ହେଲେ ନବୀନ । ଗଞ୍ଜାମ ବନ୍ୟାଞ୍ଚଳ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଶେରଗଡ଼ରେ ନବୀନଙ୍କୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ । ଶେରଗଡ଼ରେ…

    Continue reading
    ଆଇନ ମନ୍ତ୍ରୀଙ୍କ ପରିବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଜମି ଭୋଗ ଦଖଲରେ ଅଛନ୍ତି କି ନାହିଁ ଏହାର ସତ୍ୟପାଠ କାହିଁକି ଦେଉନାହାନ୍ତି- କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ସରକାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଜମିକୁ ଯେଉଁମାନେ ଜବରଦଖଲ କରି ରହିଛନ୍ତି ବା ପ୍ରାପ୍ୟ ନଦେଇ ବର୍ଷ ବର୍ଷ କାଳ ଧରି ଉପଭୋଗ କରିଚାଲିଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ସହିତ ସାରା ରାଜ୍ୟରେ ଜଗନ୍ନାଥ ମହାପ୍ରଭୁଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି