ଦୀପାଳି-ଟଙ୍କଧର ମୁହାଁମୁହିଁ

ଝାରସୁଗୁଡ଼ା: ପୁଣି ଝାରସୁଗୁଡ଼ାରେ ଦୀପାଳି-ଟଙ୍କଧର ମୁହାଁମୁହିଁ। ଇବ ନଦୀରୁ ଶହ ଶହ ଟ୍ରିପ ବାଲି ବେଆଇନ ଚାଲାଣ ନେଇ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଟାର୍ଗେଟ କଲେ ପୂର୍ବତନ ବିଧାୟିକା ଦୀପାଳି ଦାସ। ସେହିଭଳି ହାର୍ଟ ହସ୍ପିଟାଲ ପ୍ରସଙ୍ଗରେ ବିଧାୟକ ଶ୍ରେୟ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ ଆଣିଛନ୍ତି।

ଜବାବରେ ଟଙ୍କଧର କହିଛନ୍ତି, ବିଜେଡି ସରକାର ସମୟରେ ଜିଲ୍ଲା ହସପିଟାଲରେ ଆଇସିୟୁ ନଥିଲା। ମଙ୍ଗଳ ବଜାର ହସ୍ପିଟାଲ୍ କାହିଁକି ଆରମ୍ଭ ହୋଇପାରି ନଥିଲା ତାର ଜବାବ ମାଗିଛନ୍ତି ବିଧାୟକ। ସେହିଭଳି ପାଉଁଶ ପରିବହନକୁ ନେଇ ବି ଦୀପାଳିଙ୍କୁ କରିଛନ୍ତି ଟାର୍ଗେଟ୍।

  • Related Posts

    ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ହେବ ୪୭ ହଜାର କୋଟି ଟଙ୍କାର ପ୍ରକଳ୍ପ ବର୍ଷା

    ଭୁବନେଶ୍ଵର : ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସେ ୪୭ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ଵ ପ୍ରକଳ୍ପ ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ଦେଇଛନ୍ତି। ସେ…

    Continue reading
    ବିଡିଓ ମିଛ କହୁଛନ୍ତି: ଚାମେଲି

    କେନ୍ଦ୍ରାପଡ଼ା: ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି । ଆଉ ଠିକ୍ ଏତିକିବେଳେ ବିଡିଓ, ବିଧାୟକ, ମନ୍ତ୍ରୀ ଓ ଚାମେଲିଙ୍କ ବୟାନ ବିବାଦକୁ ଅଧିକ ଘନିଭୁତ କରିଛି । ଦୁଇ ଗୋଷ୍ଠୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ