ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କାଳିମେଳା: ମାଲକାନଗିରି ଜିଲ୍ଲାରେ ଆଜି ଏକ ଅଭବାନୀୟ ଘଟଣା ସାମ୍ନାକୁ ଆସିଛି। କାଲିମେଳା ଥାନା ଅଞ୍ଚଳରେ ଦୁଇ ଜଣ ବିଦ୍ୟାଳୟର ଛାତ୍ରୀଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନେ ହେଲେ ଏମ୍‌ଭି୭୨ ପ୍ରାଥମିକ ନୋଡାଲ ବିଦୟାଳୟର ଦୁଇ ଛାତ୍ରୀ ମନ୍ଦିରା ଶୋଡ଼ି (୧୨) ଏବଂ ଜ୍ୟୋତି ହାଲଦାର୍ (୧୨)।ଗୁରୁବାର ଅପରାହ୍ନରୁ ମନ୍ଦିରା ଶୋଡ଼ି ଓ ଜ୍ୟୋତି ହାଲଦାର ନିଖୋଜ ଥିଲେ। ସେମାନେ ଦୁଇଦିନ ଧରି ନିଖୋଜ ଥବା ନେଇ ଥାନାରେ ଦୁଇ ପରିବାରର ଅବିଭାବାକ ଶୁକ୍ରବାର ଏତଲା ଦେଇଥିଲେ। ପରେ ଏମ୍‌ଭି୭୯ ପୁଲିସ୍ ଏମ୍‌ଭି୭୨ ନୋଡାଲ ଉଚ୍ଚ ପ୍ରାଥମିକ ବିଦୟାଳୟକୁ ଯାଇ ତଦନ୍ତ ଜାରି ରଖିଥିଲେ।
ଆଜି ସକାଳେ ବିଲିଗୁଡା ପାହାଡ଼ ନିକଟସ୍ଥ ଜଙ୍ଗଲରେ ଥିବା ଏକ ଆମ୍ବ ଗଛରେ ଓଢ଼ଣୀ ଦ୍ଵାରା ଝୁଲୁଥିବାର ଦେଖି ପୁଲିସ୍‌କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ୟ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।…

    ଜଳିଗଲେ ଆଉ ଜଣେ ଛାତ୍ରୀ

    ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଳି ଯାଇଛନ୍ତି ଜଣେ ଛାତ୍ରୀ। ଘର ଭିତରୁ ମିଳିଛି ଛାତ୍ରୀଙ୍କ ଜଳନ୍ତା ମୃତଦେହ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଜାଳି ଦେଇଛି ନା…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ