ଦୁର୍ଗାପୂଜା : କଟକ-ଭୁବନେଶ୍ୱରରେ ୬୧ପ୍ଲାଟୁନ୍‍ ଫୋର୍ସ ମୁତୟନ

ଭୁବନେଶ୍ୱର: ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନରଙ୍କ ସୂଚନା ଦେଇ କହିଛନ୍ତି ଏଥର ଟ୍ୱିନସିଟିରେ ୬୧ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ କର୍ମଚାରୀଙ୍କ ସହିତ ୨୦ପ୍ଲାଟୁନ୍‍ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୪ଟି ମଣ୍ଡପରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି ।

କଟକ ଓ ଭୁବନେଶ୍ୱରରେ ଭିଓ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ ବୋଲି କମିଶନର କହିଛନ୍ତି । ଏହାସହିତ ଡ୍ରୋନ୍‍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ମ ନଜର ରଖାଯାଇଛି । ସ୍ମାର୍ଟ କଣ୍ଟୋଲ୍‍ ରୁମ୍‍ ଜରିଆରେ ପାର୍ବଣ କରିପଚାଳନା ହେଉଛି । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ପୂଜା ପାଇଁ ସମସ୍ତ ସହଯୋଗ ଲୋଡିଛନ୍ତି ପୁଲିସ କମିଶନର ଏସ୍‍.ଦେବଦତ୍ତ ସିଂହ ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ