ଦୁର୍ଘଟଣାରେ ମାସକରେ ୫୦୫ ମୃତ

ଭୁବନେଶ୍ୱର: ସଡ଼କ ସୁରକ୍ଷା ମାସରେ ଦୁର୍ଘଟଣା ନେଇ ୫୦୫ ମୁଣ୍ଡ । ଆଚାର୍ଯ୍ୟ ଲାଗୁଥିଲେ କଥାଟି ସତ । କାରଣ ବିଧାନସଭାରେ ଏହି ତଥ୍ୟ ଉପସ୍ଥାପନ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।
ମନ୍ତ୍ରୀଙ୍କ ତଥ୍ୟ ଅନୁଯାୟୀ ଗୋଟିଏ ମାସରେ ୮୪୮ ଦୁର୍ଘଟଣାରୁ ୪୭୨ ଜଣ ଆହତ ହୋଇଛନ୍ତି । ସଡ଼କ ସୁରକ୍ଷା ସଚେତନତା ପାଇଁ ୧କୋଟି ୮୯ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ