ଦୁର୍ଘଟଣା: ଦୁଇ ଭାଣିଜୀଙ୍କ ସମେତ ମାମୁଁ ମୃତ

ଦିଗପହଣ୍ଡି: ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଆଜି ଅପରାହ୍‌ଣରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ୟାଙ୍କର ଧକ୍କାରେ ମାମୁଁ ଓ ତାଙ୍କର ୨ ଜଣ ଭାଣିଜୀଙ୍କର ମୃତ୍ୟୁ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ମୃତକମାନଙ୍କର ପରିଚୟ ମିଳିପାରି ନାହିଁ।
ସୂଚନା ଅନୁସାରେ ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କର ଦୁଇ ଭାଣିଜୀଙ୍କୁ ନେଇ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଏକ ବୁଲେଟରେ ଯାଉଥିଲେ। ଦିଗପହଣ୍ଡି ଏନ୍‌ଏସି ନିକଟରେ ଏକ ଟ୍ୟାଙ୍କର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବୁଲେଟ୍‌ରେ ଯାଉଥିବା ତିନି ଜଣଙ୍କର ମୃତ୍ୟୁ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବି କରିବା ସହିତ ଅଭିଯୁକ୍ତ ଟ୍ୟାଙ୍କରଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ