ଦୁର୍ନୀତି ପାଇଁ ଡାକ୍ତରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ସି.ଏଚ୍.ସି’ର ପୂର୍ବତନ ମେଡ଼ିକାଲ ଅଫିସର ଡାକ୍ତର ପତିତପାବନ ବାରିକଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି। ଡାକ୍ତର ବାରିକ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡି ସି.ଏଚ୍.ସି’ରେ କାର୍ଯ୍ୟରତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଡାକ୍ତର ବାରିକ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆରେ କାର୍ଯ୍ୟରତ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ପୃକ୍ତ ଡାକ୍ତର ବାରିକଙ୍କୁ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି।

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନର ସବୁ ସ୍ତରରେ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ କହି ଆସୁଛନ୍ତି।

  • Related Posts

    ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

    ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ…

    Continue reading
    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି