ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ୍ ସାମ୍ବାଦିକଙ୍କ ମୃତ୍ୟୁ

ମାଲକାନଗିରି: ୱେବ ସାମ୍ବାଦିକଙ୍କୁ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ ସାମ୍ବାଦିକ ଚିନ୍ତାକାଏଲା ନରେଶଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଖବର ମାଲକାନଗିରିରୁ ଆସିଛି । ମିଳିଥିବା ସୂଚନା ମୁତାବକ, ମୋଟୁ ମୁରଲିଗୁଡା ଠାରେ ସାମ୍ବାଦିକଙ୍କୁ କାରକୁ ଅଟକାଇ ଆକ୍ରମଣ କରିଥିଲେ ଦୁବୃର୍ତ୍ତ ।
୨ଟି ବାଇକରେ ଆସି ୫ ଜଣ ଦୁବୃର୍ତ୍ତ ଆକ୍ରମଣ କରିଥିଲେ । କାରକୁ ଭଙ୍ଗାରୁଜା କରିବା ସହ ଖଣ୍ଡାରେ ଆକ୍ରମଣ କରିଥିଲେ । ଏହାପରେ ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ଚିନ୍ତାକାଏଲାଙ୍କୁ ହସ୍ପିଟାଲକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

  • Garvita Odia

    Related Posts

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ୟ୍ୟାଳୟର କାର୍ୟ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍‌ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୪ ହଜାର ଟଙ୍କା ଦାବି କରିଥିଲେ।…

    ବନ୍ଦ କୋଠରୀ ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପାଟିଆ ଗାଁରେ ଏକ ବନ୍ଦ କୋଠରୀ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତାଳଚୁଆ ସାମୁଦ୍ରିକ ଥାନା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ