ଦେବଗଡ଼ରେ ଚାଞ୍ଚଲ୍ୟ, ପ୍ରେମିକା ଘରେ ପଶିଥିବା ବେଳେ ପ୍ରେମିକକୁ ହତ୍ୟା

ଦେବଗଡ଼ -ବିଳମ୍ବିତ ରାତିରେ ପ୍ରେମିକାର ଘର ବାରଣ୍ଡାରେ ପ୍ରେମିକକୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳିଦେଲେ ପ୍ରେମିକାଙ୍କ ପରିବାର । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ମୃତ ପ୍ରେମିକ ବାବରାକୋଟ ଗାଁର ୨୮ ବର୍ଷିୟ ଯୁବକ ସିଲୁ ରାଏ ‌।‌ ସିଲୁ ନିୟମିତ ମଦ ପିଇ ପ୍ରେମିକାଙ୍କ ଘରେ ଉତ୍ପାତ କରୁଥିଲେ ଓ ପ୍ରେମିକାଙ୍କ ପରିବାରଙ୍କୁ ମାନସିକ ଯନ୍ତ୍ରଣା ଦେଉଥିଲେ । ଫଳରେ ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକାଙ୍କ ପରିବାର ଲୋକ ପ୍ରଥମେ ସିଲୁକୁ ହତ୍ୟା କରି ପରେ ତା ଦେହରେ ପେଟ୍ରୋଲ ଢାଳି ଜାଳି ଦେଇଥିଲେ । ସ୍ଥାନୀୟ ଲୋକ ନିଆଁ ଦେଖି ଦମକଳ କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ରିଆମାଳ ପୋଲିସ ପହଁଚି ପ୍ରେମିକା ଙ୍କ ପରିବାରର ୩ଜଣକୁ ଅଟକ ରଖିଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ