ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

ଭୁବନେଶ୍ୱର: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ଏକ ବଡ ଯୋଜନା କରିଛନ୍ତି । ଚଳିତ ବର୍ଷ ହେବ ଫର୍ମର e-kyc । କୃଷକମାନେ ପଞ୍ଜୀକରଣ ଆଧାର କାର୍ଡ ସହିତ ସମସ୍ତ ଡକୁମେଣ୍ଟ ପ୍ରଦାନ କରିବେ । ଏହି ସବୁ ଡକୁମେଣ୍ଟ ଅଫିସିଆଲ ସାଇଟରେ ହେବ। କିଏ ପ୍ରକୃତ ଚାଷୀ, ଆଉ କିଏ ନାକଲି ଚାଷୀ ଧାରା ପଡ଼ିବେ । ଭାଗ ଚାଷୀମାନେ ଧାନ ବିକି ପାରିବେ । ସେମାନେ ଯାହା ଜମିରେ ଚାଷ କରୁଥିବେ ସେହି ଜମି ମାଲିକ ମାନେ ଲିଖିତ ଭାବେ ଦେବେ । ଏଥିରେ ଜମି ମାଲିକମାନଙ୍କର କୌଣସି ଅସୁବିଧା ହେବ ନାହିଁ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏକ ପ୍ରେସମିଟ୍‌ ଜରିଆରେ କହିଛନ୍ତି ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ