ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ଏହି କ୍ୟାମ୍ପର ସୁରକ୍ଷା କର୍ମୀ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି।ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ଏହି କ୍ୟାମ୍ପର ସୁରକ୍ଷା କର୍ମୀ ସର୍ଚ୍ଚ ଅପରସନ ବେଳେ ମିନ୍ନଗଟ୍ଟା ଜଙ୍ଗଲରେ ମାଓ ଡମ୍ପ ଉଦ୍ଧାର କରିଥିଲେ। ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଚକ୍ଷୁ ପରୀକ୍ଷଣ କିଟ୍ ସମେତ ନକ୍ସଲ ପୁସ୍ତକ,ଷ୍ଟେଥୋ, ଲୁହାଛଡ଼,ବିଦ୍ୟୁତ ତାର ଇତ୍ୟାଦି ବହୁ ସାମଗ୍ରୀ ଜବତ କରାଯାଇଛି। ଏହି ଚଢ଼ାଉରେ ସିଆରପିଏଫ ଓ କୋବ୍ରା ଯବାନ ସାମିଲ ଥିଲେ।
ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…




