ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

କୁଜଙ୍ଗ: ଜଗତସିଂହପୁରଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି।କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି। ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି। ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ।
ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି। ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ