ନବୀନଙ୍କ ନିର୍ଦ୍ଦେଶ ଅନୁସାରେ ଭୋଟ ଦେଇଛି:ସୁବାସିନୀ

ଭୁବନେଶ୍ୱର: ରାଜ୍ୟସଭାରେ କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟିକା ସୁବାସିନୀ ଜେନା ତାଙ୍କ ପୂର୍ବ କଥାକୁ ପୁଣି ଦୋହରାଇଛନ୍ତି । କହିଛନ୍ତି, ନବୀନଙ୍କ ନିର୍ଦ୍ଦେଶ ଅନୁସାରେ ଭୋଟ ଦେଇଛି । କ୍ରସ୍ ଭୋଟିଂ ଅଭିଯୋଗ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି । ସୁବାସିନୀ ଜେନା କହିଛନ୍ତି, ଦଳର ସୁପ୍ରିମୋ ନବୀନ ବାବୁ ନିର୍ଦ୍ଦେଶ ଦେଇଥିଲେ । ଗୋଟିଏ ଭୋଟ୍ ସଂତୃପ୍ତ ମିଶ୍ରଙ୍କୁ ଦେଇଛି ।
ଆଉ ଗୋଟିଏ ଭୋଟ୍ ଦିଲ୍ଲୀପ ରାୟଙ୍କୁ ଦେଇଛି ବୋଲି ସେ କହିଛନ୍ତି । ଦିଲ୍ଲୀପ ରାୟଙ୍କୁ ବିବେକାନୁମୋଦିତ ଭୋଟ୍ ଦେଇଥିବାର ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ମୋ ନିର୍ବାଚନ ମଣ୍ଡଳୀ ବସ୍ତାରେ କଂଗ୍ରେସ ସହିତ ମୋର ଲଢ଼େଇ ହେଉଛି । ତେଣୁ ମୁଁ କଂଗ୍ରେସ ସମର୍ଥିତ ପ୍ରାର୍ଥୀଙ୍କୁ ଭୋଟ୍ ଦେଇ ନାହିଁ । ପ୍ରଥମ ପସନ୍ଦ ଓ ଦ୍ବିତୀୟ ପସନ୍ଦ ଭୋଟ୍ ନେଇ ପ୍ରଶ୍ନକୁ ସେ ଏଡ଼ାଇ ଯାଇଛନ୍ତି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ