ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏହା କହିଲେ ଡିଜିପି

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପ୍ରସଙ୍ଗରେ ପୁଲିସ ଡିଜି ୱାଇ.ବି ଖୁରାନିଆ ଶନିବାର ନିଜ ପ୍ରତିକ୍ରିୟା ରଖିଛନ୍ତି ।
ସେ କହିଛନ୍ତି ଯେ ଏହା ଏକ ରେଗୁରାଲ ପ୍ରୋସେସ । ସମୟ ଅନୁସାରେ ରାଜ୍ୟସ୍ତରୀୟ କମିଟି ଏହାକୁ ରିଭୁ୍ୟ କରେ । କମିଟି ନିଷ୍ପତ୍ତି ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥାଏ ବୋଲି ଡିଜିପି କହିଛନ୍ତି ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଭିକେ ପାଣ୍ଡିଆନ ଓ ପୂର୍ବତନ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସଓ)ଙ୍କୁ ରାଜ୍ୟ ସରକାର ହଟାଇ ଦେଇଛନ୍ତି ।ଅସିତ୍ ତ୍ରିପାଠୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ୩ଜଣ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୨ଜଣ ଓ ପାଣ୍ଡିଆନଙ୍କ ସୁରକ୍ଷାରେ ଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କୁ ତତ୍କାଳ ପ୍ରଭାବରୁ ପ୍ରତ୍ୟାହାର କରିନିଆଯାଇଛି । ଅସିତ୍ ଓ ପାଣ୍ଡିଆନଙ୍କଠୁ ବାକି ଥିବା ଜଣେ ଲେଖାଏଁ ସୁରକ୍ଷାକର୍ମୀ ୨-୩ଦିନ ମଧ୍ୟରେ କାଢ଼ି ଅଣାଯିବ ବୋଲି ଜଣାପଡ଼ିଛି । ଗତ ଅଗଷ୍ଟ ୧୭ତାରିଖରୁ ପଶ୍ଚିମଓଡ଼ିଶ ବିକାଶ ପରିଷଦର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଥିବା ଅସିତ୍‌ଙ୍କ ସୁରକ୍ଷା ଦାୟିତ୍ୱରେ ୩ଜଣ ଯବାନ ମୁତୟନ ହୋଇଥିଲେ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ