ନବୀନ ନିବାସରେ ପାଣ୍ଡିଆନ

ଭୁବନେଶ୍ୱର: ନବୀନ ନିବାସରେ ପାଣ୍ଡିଆନ। ତାଙ୍କୁ ନେଇ କିଛି ଭିଡିଓ ଭାଇରାଲ ପରେ ଚର୍ଚ୍ଚା ସତ ବୋଲି କୁହାଯାଉଛି। ତେବେ ସମସ୍ତେ ଜାଣନ୍ତି ଯେ କିଛିଦିନ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଅସୁସ୍ଥ ଥିଲେ। ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ସେ ଶନିବାର ଭୁବନେଶ୍ୱର ଫେରିଛନ୍ତି। ନବୀନ ଆସିବା ପରେ ପାଣ୍ଡିଆନ ନବୀନ ନିବାସରେ ପହଞ୍ଚିଥିବା ଦେଖାଯାଇଛି। ସେଠାରେ ଉପସ୍ଥିତ ନେତା କର୍ମୀ ତାଙ୍କୁ ସ୍ବାଗତ ମଧ୍ୟ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଅସ୍ତ୍ରୋପଚାର ଲାଗି ନବୀନ ଗତ ୨୦ରୁ ମୁମ୍ବାଇ ଗସ୍ତରେ ଯାଇଥିଲେ। ତାଙ୍କ ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ସଫଳ ହୋଇଥିବା ବେଳେ ସେ ହସ୍ପିଟାଲରୁ ମଧ୍ୟ ଗତ ସପ୍ତାହରେ ଡିସ୍‌ଚାର୍ଜ ହୋଇଥିଲେ। ଡିସ୍‌ଚାର୍ଜ ହେବା ସମୟରେ ସେ ଡାକ୍ତରମାନଙ୍କ ସହ ଭେଟୁଥିବାର ଏକ ଭିଡିଓ ମଧ୍ୟ ଜାରି କରିଥିଲେ। ଏହାପରେ ସେ ଫିଜିଓଥେରାପି ନେବା ଲାଗି କିଛିଦିନ ପାଇଁ ମୁମ୍ବାଇରେ ରହିବେ ବୋଲି ତାଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ସୂଚନା ମଧ୍ୟ ଦେଇଥିଲେ।

  • Garvita Odia

    Related Posts

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାର ଗୁରୁତ୍ବର ସହିତ ନେଉଛନ୍ତି। ପୀଡ଼ିତାଙ୍କ ପରିବାର ପ୍ରତି ସରକାର ଠିଆ ହୋଇଛନ୍ତି। ଏଥି ପାଇଁ ପୀଡ଼ିତାଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ