ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ୱିତୀୟ ଦିନରେ ରେଡ୍

ଝାରସୁଗୁଡା: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଆଜି ଦ୍ବିତୀୟ ଦିନରେ ବି ଚାଲିଛି ଆୟକର ବିଭାଗର ଚଢ଼ାଉ । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ସ୍ଥିତ ବିଭିନ୍ନ ଠିକଣାରେ ପହଞ୍ଚି ଛାନଭିନ୍ ଚଳାଇଛି ଆୟକର ବିଭାଗ । ଝାରସୁଗୁଡ଼ା ସ୍ଥିତ ବାସ ଭବନରେ ଗତକାଲି ଠାରୁ ଆଇଟି ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ଆୟକର ବିଭାଗର ୧୦ ଜଣ ଅଧିକାରୀ ସାମିଲ ହୋଇଥିବା ଜଣାପଡିଛି ।
ସେପଟେ ଦ୍ବିତୀୟ ଦିନରେ ସମ୍ବଲପୁରରେ ରେଡ ଜାରି ରହିଛି । ଆଜି ସକାଳୁ ପୁଣି ସମ୍ବଲପୁରର ବିଭିନ୍ନ ସ୍ଥାନରେ ଥିବା ସ୍ବର୍ଗତ ନବ ଦାସଙ୍କ ଭିନ୍ନ ଭିନ୍ନ ଠିକଣାରେ ପହଞ୍ଚି ଯାଞ୍ଚ କରୁଛି ଆୟକର ବିଭାଗ । ଝାରସୁଗୁଡ଼ା ସମେତ ସମ୍ବଲପୁର, ଭୁବନେଶ୍ବର, ଦିଲ୍ଲୀ, ସୁନ୍ଦରଗଡ଼ ଓ ଅନ୍ୟାନ୍ୟ ସ୍ଥାନରେ ଥିବା ସ୍ବର୍ଗତ ଦାସଙ୍କ ଘର , ବ୍ୟବସାୟିକ ପ୍ରତିଷ୍ଠାନ, କାର୍ୟ୍ୟାଳୟ, ତାଙ୍କ ଘନିଷ୍ଠ ସହଯୋଗୀ ଏବଂ ସଂପର୍କୀୟଙ୍କ ଠିକଣାରେ ଚଢ଼ଉ ହୋଇଥିଲା ।ସୁନ୍ଦରଗଡରେ ସ୍ବର୍ଗତ ଦାସଙ୍କ ବ୍ୟାବସାୟିକ ବନ୍ଧୁ ତଥା ସୁନ୍ଦରଗଡ଼ ମାତାରାଣୀ ଟ୍ରାନ୍ସପୋର୍ଟର ମାଲିକ ସଞ୍ଜୟ ନନ୍ଦଙ୍କ ଘରେ ଚଢ଼ଉ ଚାଲିଛି । କୁହାଯାଉଛି ଯେ ନବଙ୍କ ପୁଅ କରିଥିବା ବେନାମୀ କମ୍ପାନୀରେ ସଞ୍ଜୟ କୁଆଡେ ନିବେଶ କରିଥିଲେ ।

  • Garvita Odia

    Related Posts

    ସାଙ୍ଗ ସାଜିଲା ସୈତାନ୍‌ : ଘରକୁ ଡାକିନେଇ ଆକ୍ରମଣ

    ଉଦଳା: ସାଙ୍ଗ ସାଜିଲା ସୈତାନ୍‌ । ଘରକୁ ଡ଼ାକିନେଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଉଦଳା ରାଢ଼ୋ ଗାଁରୁ ଆସିଛି ଏଭଳି ଏକ ଚାଂଚଲ୍ୟକର ଖବର । ଵିଲ ହିଡ଼ରେ ବେକକୁ ହାଣି ଲହୁଲୁହାଣ କରିଛି ସାଙ୍ଗ…

    ଓଲିଉଡ ଅଭିନେତା ଗିରଫ

    ଭୁବନେଶ୍ବର: ଉଧାର ଟଙ୍କା ନେଇ କରଜ ସୁଝି ନପାରିବା ଓଡିଆ ଫିଲ୍ମ ହିରୋଙ୍କୁ ମହଙ୍ଗା ପଡିଛି । ଓଲିଉଡ଼ ଅଭିନେତାଙ୍କୁ ଗିରଫ କରିଛି ପୋଲିସ୍ । ‘ବଦମାସ ଟୋକା’ ଫିଲ୍ମର ହିରୋ ଉଦୟନ ଅପରାଜିତଙ୍କୁ ବାନ୍ଧିଛି ପୋଲିସ । ଭୁବନେଶ୍ବର ବଡଗଡ…

    Leave a Reply

    Your email address will not be published. Required fields are marked *

    You Missed

    ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜୟ ପାଲ ସିଂ ତୋମାର

    ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜୟ ପାଲ ସିଂ ତୋମାର

    ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା: ନୂଆପଡ଼ା ଜିଲ୍ଲାର ୯୪୪ଙ୍କୁ ମିଳିଲା ଅତ୍ୟାଧୁନିକ ଚିକିତ୍ସା

    ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା: ନୂଆପଡ଼ା ଜିଲ୍ଲାର ୯୪୪ଙ୍କୁ ମିଳିଲା ଅତ୍ୟାଧୁନିକ ଚିକିତ୍ସା

    ସାଙ୍ଗ ସାଜିଲା ସୈତାନ୍‌ : ଘରକୁ ଡାକିନେଇ ଆକ୍ରମଣ

    ସାଙ୍ଗ ସାଜିଲା ସୈତାନ୍‌  :  ଘରକୁ ଡାକିନେଇ ଆକ୍ରମଣ

    ଆନନ୍ଦପୁର ଠାରେ ଫୁଲୁଛି ବୈତରଣୀ

    ଆନନ୍ଦପୁର ଠାରେ ଫୁଲୁଛି ବୈତରଣୀ

    ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ସେଭଳି କୌଣସି ସମ୍ଭାବନା ନାହିଁ:ମନମୋହନ ସାମଲ

    ମନ୍ତ୍ରିମଣ୍ଡଳ  ସଂପ୍ରସାରଣକୁ ନେଇ ସେଭଳି କୌଣସି ସମ୍ଭାବନା ନାହିଁ:ମନମୋହନ ସାମଲ

    ଓଲିଉଡ ଅଭିନେତା ଗିରଫ

    ଓଲିଉଡ ଅଭିନେତା  ଗିରଫ