ନବ ଦାସ ହତ୍ୟା ମାମଲା:ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ଗଣମାଧ୍ୟମରେ ଏବେ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ ଜୋରଜାର ଚର୍ଚ୍ଚା ହେଉଛି । ତେବେ ଏହାରି ଭିତରେ ଏହି ମାମଲାକୁ ନେଇ ଏକ ବଡ଼ ଅପଡେଟ ସାମନାକୁ ଆସିଛି । ତାହା ହେଲା ନବ ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି । ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବରକୁ ନେଇ ରିପୋର୍ଟ ତଲବ କରାଯାଇଥିବା ଜଣାଯାଇଛି । କାହିଁକି ଏସବୁ ଚର୍ଚ୍ଚା ହେଉଛି, ଏହା ପଛର ସତ୍ୟାସତ୍ୟ କ’ଣ ସେନେଇ ବିସ୍ତ୍ୃତ ରିପୋର୍ଟ ମଗାଯାଇଛି । ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

  • Related Posts

    ଦ୍ରୁତ ଗତିରେ ଆଗଉଛି ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା : ମୁଖ୍ୟମନ୍ତ୍ରୀ

    ମୁମ୍ବାଇ/ଭୁବନେଶ୍ୱର:ମୁମ୍ବାଇର ବମ୍ବେ ଏକ୍ସିବିସନ୍ ସେଣ୍ଟରଠାରେ ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026)ର ୧୪ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ଫିକି (FICCI)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ତିନିଦିନିଆ ଶିଳ୍ପ ମହାକୁମ୍ଭରେ ଯୋଗଦେଇ…

    Continue reading
    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି