ନରସିଂହପୁରରେ ବୁଲୁଛି ବାଘ

ଭୁବନେଶ୍ଵର : ନରସିଂହପୁରରେ ବୁଲୁଛି ବାଘ। ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଜୟପୁର ପ୍ରଗଳା ରାସ୍ତାର ବଡଭୂଇଁ ସୁଳିଆବାଙ୍କ ନିକଟରେ ଏକ ବାଘ ବୁଲୁଥିବା ଭିଡିଓ ସାମ୍ନାକୁ ଆସିଛି। ବିଭିନ୍ନ ସ୍ଥାନରେ ବାଘର ପାଦଚିହ୍ନ ମଧ୍ୟ ଦେଖିବାକୁ ମିଳିଛି। ଏହି ଭିଡିଓ ଭାଇରାଲ୍ ହେବା ପରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।
ସୂଚନାନୁଯାୟୀ, ଜୟପୁର ପ୍ରଗଳା ରାସ୍ତାର ବଡଭୂଇଁ ସୁଳିଆବାଙ୍କ ନିକଟରେ ଏକ କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ସୋସିଆଲ୍ ମିଡିଆରେ ବାଘର ଭିଡିଓ ଭାଇରାଲ୍ ହେବାପରେ ସ୍ଥାନୀୟ ଲୋକଙ୍କ ମନରେ ଛନକା ପଶିଛି। ଖବର ପାଇ ନରସିଂହପୁର ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନୀରିକ୍ଷଣ କରିଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ