ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍‌ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ ହସ୍ପିଟାଲରେ ୧୯ଲକ୍ଷ ୫୯ହଜାର ୯୧୮ନର୍ମାଲ ଡେଲିଭରୀ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ଗୃହରେ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ୪ଲକ୍ଷ ୯ହଜାର ୭୧୮ ସିଜେରିଆନ ଡେଲିଭରି ହୋଇଛି । ସେଥିରୁ ଘରୋଇ ହସ୍ପିଟାଲରେ ୧ଲକ୍ଷ ୪୮ହଜାର ୨୪୨ନର୍ମାଲ ଡେଲିଭରୀ ହୋଇଛି । ୪ଲକ୍ଷ ୯୦ହଜାର ୫୦୫ ସିଜେରିଆନ ଡେଲିଭରୀ ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ