ନାବାଳିକା ପୋଡ଼ି ଘଟଣା ; ପେଟ୍ରୋଲ ଦୋକାନୀ ଗିରଫ

ବରଗଡ : ବରଗଡ ନାବାଳିକା ପୋଡ଼ି ଘଟଣାରେ ପୁଲିସର ବଡ଼ କାର୍ୟ୍ୟାନୁଷ୍ଠାନ । ପେଟ୍ରୋଲ ଦୋକାନୀଙ୍କୁ ଗିରଫ କରିଛି ପୁଲିସ । ଗତ ୧୧ ତାରିଖରେ ଦୋକାନରୁ ପେଟ୍ରୋଲ ନେଇ ଦେହରେ ନିଆଁ ଲଗାଇଥିଲେ ନାବାଳିକା ଛାତ୍ରୀ । ଘର ପାଖ ପଡ଼ିଆରୁ ନାବାଳିକାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପେଟ୍ରୋଲ ବିକ୍ରି କରୁଥିବା ଦୋକାନୀ ପ୍ରେମାନନ୍ଦ ଦଣ୍ଡସେନାଙ୍କୁ ଗିରଫ କରାଯାଇଥିବା ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ