ନାବାଳିକା ମୃତ୍ୟୁ; ବାପା-ପୁଅ ଅଟକ

ରାଜନଗର: କେନ୍ଦ୍ରାପଡ଼ା ରାଜନଗର ବଡ଼କୋହ୍ଲା ଗାଁରେ ୭ ବର୍ଷର ନାବାଳିକାଙ୍କ ମୃତଦେହ ଉଦ୍ଧାର ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ରାଜନଗର ପୋଲିସ। ଗତକାଲି ବିଳମ୍ବିତ ରାତିରେ ବେଣୁ ଚରଣ ଦାସ ଓ ତାଙ୍କ ପୁଅକୁ ପ୍ରଶାନ୍ତ ଦାସକୁ ପୋଲିସ ଉଠାଇ ଆଣି ଅଧିକ ପଚରାଉଚରା କରୁଛି। ମୃତ ନାବାଳିକାଙ୍କ ପରିବାର ଉଭୟଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଥିଲେ। ବେଣୁ ଚରଣ ଦାସ ତାଙ୍କ ଝିଅକୁ ହତ୍ୟା କରି କେନାଲକୁ ଫିଙ୍ଗି ଦେଇଥିବା ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ। ଗତକାଲି କେନ୍ଦ୍ରାପଡ଼ା ଏସପି, ସାଇଣ୍ଟିଫିକ ଓ ଡଗସ୍କ୍ୱାର୍ଡ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଥିଲେ। ଘଟଣାକୁ ନେଇ ପୋଲିସର ସନ୍ଦେହ ବଢିଛି। ଗତ ୨ ତାରିଖ ଦିନ ୧୦ଟା ପରଠାରୁ ମାନଗୋବିନ୍ଦ ସେନାପତିଙ୍କ ଝିଅ କୁଆଡେ ନିଖୋଜ ହୋଇଯାଇଥିଲା। ଗତକାଲି ଏକ କେନାଲରୁ ତାଙ୍କ ମୃତଦେହ ମିଳିଥିଲା।ଘଟଣା କୁ ତିନିଦିନ ହୋଇଥିଲେ ମଧ୍ୟ ପୋଲିସ ଏହା ଉପରୁ ପରଦା ଉଠାଇ ପାରିନାହିଁ।

  • Related Posts

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ।…

    Continue reading
    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ