ନାଲି ଆଖି ଦେଖାଇଲେ ଚଳିବନି: ପ୍ରମିଳା

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀଙ୍କ ତାଗିଦକୁ ବିରୋଧୀ ଦଳ ମୁଖ୍ୟସଚେତକ ପ୍ରମିଳା ମଲ୍ଲିକ ବିରୋଧ କରିଛନ୍ତି । ଶ୍ରୀମତୀ ମଲ୍ଲିକ କହିଛନ୍ତି ଯେ ବାଚସ୍ପତି ଏବେ ଗଣତନ୍ତ୍ରରେ ବିରୋଧୀଙ୍କ ସ୍ୱର ଚପାଇବାକୁ ଉଦ୍ୟମ କରୁଛନ୍ତି । ନାଲି ଆଖି ଦେଖାଇଲେ ଚଳିବନି, ବିରୋଧୀଙ୍କ ସ୍ୱର ବନ୍ଦ ହେବନି । ସରକାରଙ୍କ ଦୋଷ ତ୍ରୁଟିକୁ ବିଧାନସଭାରେ ଉପସ୍ଥାପନ କରାଯିବ ବୋଲି ଶ୍ରୀମତୀ ମଲ୍ଲିକ କହିଛନ୍ତି ।

ପ୍ରକାଶ ଯେ ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି । ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ ଏଭଳି ଚେତାବନୀ ଦେଇଛନ୍ତି ।
ବାଚସ୍ପତି କହିଛନ୍ତି ଯେ ବିଧାନସଭା ଅଧିବେଶନବେଳେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । କିନ୍ତୁ ବିଶୃଙ୍ଖଳିତ ଆଚରଣ କଲେ ବରଦାସ୍ତ କରାଯିବନି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।

  • Related Posts

    ବିଜେପି ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ, ଭିଡ ତନ୍ତ୍ର ହଟାଅ ଅଭିଯାନ

    ଦେବଗଡ଼:ବିଜେପି ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ, ଭିଡ ତନ୍ତ୍ର ହଟାଅ ଅଭିଯାନ ଆଜି ଠାରୁ ଅର୍ଥାତ ୨୨ ଅକ୍ଟେବାର ରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ କଂଗ୍ରେସ ଏବଂ ବିଭିନ୍ନ ବି‌ରୋଧୀ ଦଳ ନିର୍ବାଚନ ଆୟୋଗ ଓ ବିଜ‌େପି ସରକାର…

    Continue reading
    ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକଙ୍କ ପରଲୋକ

    ପାଟଣା:ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ୭୭ ବର୍ଷ ବୟସ ରେ ପରଲୋକ ଘଟିଛି।କିଛି ମାସ ହେଲା ସେ ଅସୁସ୍ଥ ଥାଇ ଭୁବନେଶ୍ୱର ର ଏକ ଚିକିତ୍ସାଳୟରେ ଚିକିତ୍ସାଧିନ ରହିବା ପରେ ନିକଟରେ ଘର କୁ ଫେରିଥିଲେ ।ତାଙ୍କ ବିୟୋଗ ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି