ନିଖୋଜ ବୃଦ୍ଧାଙ୍କ ମୃତଦେହ ନଦୀରୁ ଉଦ୍ଧାର

ରିଆମାଳ: ଦେବଗଡ଼ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁଣ୍ଢେଇଗୋଳା ଟିକିରା ନଦୀରୁ ଜଣେ ବୃଦ୍ଧାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି।ମୃତକ ହେଉଛନ୍ତି କୋରଡ଼ପଶି ଗ୍ରାମର ସ୍ବର୍ଗତ କୁଞ୍ଜବିହାରୀ ପ୍ରଧାନଙ୍କ ସ୍ତ୍ରୀ ରଙ୍ଗ ପ୍ରଧାନ (୮୨)। ସେ ଗତ ବୁଧବାର ଠାରୁ ନିକଟସ୍ଥ ନଦୀକୁ ଗାଧୋଇବାକୁ ନିଖୋଜ ଥିଲେ। ଏନେଇ ପୁଅ କୃଷ୍ଣଚନ୍ଦ୍ର ପ୍ରଧାନ କୁଣ୍ଢେଇଗୋଳା ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳୁ ନଦୀରୁ ଶବ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଶବ ଜବତ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛନ୍ତି।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି