ନିଜକୁ ଗୁଳି କଲେ ବିଧାୟକ

ନୂଆଦିଲ୍ଲୀ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ। ପଶ୍ଚିମ ଲୁଧିଆନାର ଆମ୍‌ ଆଦମୀ ପାର୍ଟି ବିଧାୟକ ବିଧାୟକ ଗୁରୁପ୍ରୀତ ଗୋଗିଙ୍କୁ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଡିସିପିଙ୍କ କହିବା ମୁତାବକ, ଗୁଳି ବାଜିବା ପରେ ତରନ୍ତ ତାଙ୍କୁ ଲୁଧିଆନା ସ୍ଥିତ ଡିଏମ୍‌ସି ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ବର୍ତ୍ତମାନ ମୃତଦେହକୁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ଏହି ଘଟଣା ରାତି ପ୍ରାୟ ୧୨ଟା ସମୟରେ ଘଟିଥିଲା।ସୂଚନା ମୁତାବକ, ଏହି ଘଟଣା ବିଳମ୍ବିତ ରାତିରେ ଘଟିଛି। ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି। ଭୁଲ୍‌ବଶତଃ ନିଜକୁ ନିଜେ ଗୁଳି କରିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି।

  • Related Posts

    ଟାଇଗର ନୁହଁ , ସଲମାନ ଖାନ୍ ଥିଲେ ଟାର୍ଗେଟ୍

    ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ତଦନ୍ତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଟାଇଗର ଶ୍ରଫ୍‌ ନୁହଁନ୍ତି, ବରଂ ଅଭିନେତା ସଲମାନ ଖାନ୍ ଥିଲେ ଆକ୍ରମଣକାରୀଙ୍କ ମୂଳ ଟାର୍ଗେଟ୍‌ ବୋଲି ଜଣାପଡ଼ିଛି। ସଲମାନଙ୍କ ଘର ଆଖପାଖରେ କଡ଼ା…

    Continue reading
    ଶେଷ ପର୍ଯ୍ୟାୟରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଗତ ବର୍ଷେରୁ ଅଧିକ ସମୟରୁ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସମେତ ଅନେକ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି