ନିରଞ୍ଜନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ, ଦୈନିକ ଖବରକାଗଜ ସମାଜର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ଶ୍ରୀ ନିରଞ୍ଜନ ରଥଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି । ଲୋକସେବକ ମଣ୍ଡଳର ବହୁ ଗୁରୁତ୍ୱପୂର୍ଣ୍ଣ ପଦରେ ଉଲ୍ଲେଖନୀୟ କାର୍ୟ୍ୟ କରି ରାଷ୍ଟ୍ରୀୟ ସମ୍ପାଦକ ଭାବେ ମନୋନୀତ ହୋଇଥିଲେ । ସେ ଜଣେ ସରଳ, ନିଷ୍ଠାବାନ ଓ ଅମାୟିକ ବ୍ୟକ୍ତିଭାବେ ସମସ୍ତଙ୍କ ପ୍ରିିୟପାତ୍ର ହୋଇପାରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସ୍ୱର୍ଗତଃ ରଥଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ୟ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

  • Garvita Odia

    Related Posts

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ।…

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, କଂଗ୍ରେସ…

    Leave a Reply

    Your email address will not be published. Required fields are marked *

    You Missed

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ