ନୀତିନ ଗଡକରୀଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ବର : କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଭେଟିଛନ୍ତି।ସଂସଦୀୟ କ୍ଷେତ୍ରରେ ଗମନାଗମନ ସମ୍ୱନ୍ଧୀୟ ବିଭିନ୍ନ ବିଷୟ ନେଇ ସେ କେନ୍ଦ୍ରମନ୍ତ୍ରୀ ନୀତିନଙ୍କ ସହ ଆଲୋଚନା କରିଛନ୍ତି।

ଭୁବନେଶ୍ୱର ସହରରେ ଟ୍ରାଫିକ୍ ସମସ୍ୟା ହ୍ରାସ କରିବା ସମ୍ପର୍କରେ ଆଲୋଚନା କରିଥିଲେ । ଜାତୀୟ ରାଜପଥ ପଳାଶୁଣିରେ ଥିବା ଗଙ୍ଗୁଆ ନାଳ ବ୍ରିଜର ଉଭୟ ପ୍ରାଶ୍ବକୁ ସମ୍ପ୍ରସାରଣ କରିବାକୁ ସେ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ବର୍ତ୍ତମାନ ଏହି ବ୍ରିଜ ୪ ଲେନ ବିଶିଷ୍ଟ ରହିଛି। ଗଙ୍ଗୁଆ ନାଳରେ ପଳାସୁଣିରେ ଥିବା ସେତୁକୁ ୬ ଲେନ୍ ବିଶିଷ୍ଟ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ଏଥିସହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ ବିଷୟ ମଧ୍ୟ ମନ୍ତ୍ରୀଙ୍କ ସହ ଅପରାଜିତା ଆଲୋଚନା କରିଥିଲେ କ୍ଷ

  • Related Posts

    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading
    ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ; ‘ଓଡ଼ିଶା ଫୁଡ୍ ପ୍ରୋ ୨୦୨୬’ରେ ହେବେ ସାମିଲ

    ଭୁବନେଶ୍ବର: ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବୃହତ୍ ନିବେଶ ଆକର୍ଷଣ ଲକ୍ଷ୍ୟରେ ଆୟୋଜିତ ହେଉଛି ‘ଓଡ଼ିଶା ଫୁଡ୍ ପ୍ରୋ ୨୦୨୬’ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ରାଜ୍ୟ ବାହାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ