ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଉଠୁପଡୁଛି ପଶ୍ଚିମ ଓଡ଼ିଶା । ଘରେ ଘରେ ଉତ୍ସବର ମାହୋଲ । ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀ ସମେତ ବିଭିନ୍ନ ଦେବଦେବୀଙ୍କ ପୀଠରେ ଲାଗି ହେବ ପ୍ରଥମ ନବାନ୍ନ । ସବୁପ୍ରକାର ପ୍ରସ୍ତୁତି ସରିଛି । ଘରେ ଘରେ ଚାଲିଛି ପିଠାପଣା ପ୍ରସ୍ତୁତି । ଇଷ୍ଟଦେବୀଙ୍କ ନିକଟରେ ନୂଆଧାନ ଲାଗି ହେବା ପରେ ପରିବାର ଖାଇବେ ନବାନ୍ନ ନୂଆଁଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇପଡ଼ିଛି । ଏହାରି ଭିତରେ ପଶ୍ଚିମ ଓଡ଼ିଶା ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଆମର୍ ସଂସ୍କୃତି, ସମୃଦ୍ଧି ଆର୍ ଏକତାର ପ୍ରତୀକ୍ ନୂଆଁଖାଇ ତିହାର୍ ଉଧେ ସମ୍‌କୁ ମୋର୍ ଅଭିନନ୍ଦନ୍ ଆର୍ ଜୁହାର୍ । ନୂଆଁ ଆଶା ନେଇକରି ଆସିଥିବାର୍ ଇ ତିହାର୍ ସମକର୍ ଜୀବନଥି ସୁଖ, ଶାନ୍ତି ଆର୍ ସମୃଦ୍ଧି ଭରିଦେଉ, ଇଟା ହିଁ ମୁଇଁ ମାଁ ସମଲେଇଙ୍କର ପାହାତଲେ ଗୁହାରି କରୁଛେଁ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ