‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା