ନୂଆପଡାରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ

ନୂଆପଡା : ଆଜି ନୂଆପଡା ଉପନିର୍ବାଚନ ଫଳାଫଳ । ସକାଳୁ ଷ୍ଟ୍ରଙ୍ଗରୁମରେ ପୋଷ୍ଟାଲ ବାଲାଟ୍ ଖୋଲାଯାଇ କାଉଣ୍ଟ ଡାଉନ୍ ଆରମ୍ଭ ହୋଇଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୬ ରାଉଣ୍ଡ ଗଣତି ପରେ ଫଳାଫଳ ଜଣାପଡିବ । ବିଜେଡି, ବିଜେପି ନା କଂଗ୍ରେସର । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍ ଗଣତି ହେବ ।

  • Related Posts

    ଦିଲ୍ଲୀରେ ୬ କଂଗ୍ରେସ ବିଧାୟକଙ୍କ ଡେରା

    ଭୁବନେଶ୍ବର: କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କୁ ପଦରୁ ହଟାଇବାକୁ ଦଳର ୬ଜଣ ବିଧାୟକ ଦିଲ୍ଲୀ ଗସ୍ତ କରିଛନ୍ତି। ଗୁରୁବାର ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖଡଗେ, ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…

    Continue reading
    ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଢ଼ି ତୋଳିବା : ମନମୋହନ ସାମଲ

    ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସର ଏକ ଅବିସ୍ମରଣୀୟ ଦିନ । ଏହା ସବୁ ଓଡ଼ିଆଙ୍କ ପାଇଁ ପ୍ରେରଣା ଓ ସ୍ୱାଭିମାନର ଦିନ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ