ନୂଆ ସରକାର ଆଇନ ଶୃଙ୍ଖଳାକୁ ବିପର୍ୟ୍ୟସ୍ତ କରି ଦେଇଛନ୍ତି:ରାମଚନ୍ଦ୍ର କାଡାମ

ଭୁବନେଶ୍ବର : ରାଜ୍ୟ ସରକାରଙ୍କୁ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଟାର୍ଗେଟ । ନୂଆ ସରକାର ଏହି ଆଠ ମାସରେ ଆଇନ ଶୃଙ୍ଖଳାକୁ ବିପର୍ୟ୍ୟସ୍ତ କରି ଦେଇଛନ୍ତି। ହୋଲିରେ ହିଁ ହତ୍ୟାକାଣ୍ଡ ହେଉଛି। ଭୁବନେଶ୍ୱର ପରି ସିଟି ଯାହା ହାଏ ସିକ୍ୟୁରିଟିରେ ରହୁଛି ବୋଲି କୁହାଯାଏ, ସେଠି ବି ହତ୍ୟା ହେଲା।

ମାଆ ମାନେ ଏଠି ଅସୁରକ୍ଷିତ, ଶିଶୁ ମାଆ ହେଉଛନ୍ତି। ସରକାର ନାରୀ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ଆଣିବା ସହ ମୁଖ୍ୟମନ୍ତ୍ରୀ ନାରୀ ସୁରକ୍ଷା ପାଇଁ ଗୃହରେ ପ୍ରତିଶୃତି ଦେବା ଦରକାର। ଏହା ନ ହେବା ଯାଏଁ କଂଗ୍ରେସର ପ୍ରତିବାଦ ଜାରି ରହିବ। ଆସନ୍ତାକାଲି ବି କଂଗ୍ରେସ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଆନ୍ଦୋଳନ ଜାରି ରଖିବ ବୋଲି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ