ନେପାଳରେ ଭୂମିକମ୍ପ ଝଟକା

କାଠମାଣ୍ଡୁ : ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ୪ଟାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଜୁମ୍‌ଲା ଜିଲାରେ ଭୂମି ଠାରୁ ୧୦ କିଲୋମିଟର ଗଭୀର ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। ମାତ୍ର ବର୍ଷ ୨୦୨୩ରେ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୭୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିଲା।

  • Related Posts

    ବିଦେଶୀ ମୁଦ୍ରା ଭଣ୍ଡାର ୧୦.୫ ବିଲିଅନ ଡଲାର ବଢ଼ିଲା

    ନୂଆଦିଲ୍ଲୀ : ଜୁଲାଇ ୩୧ରେ ଶେଷରେ ଭାରତର ବିଦେଶୀ ମୁଦ୍ରା ଭଣ୍ତାରରେ ୧୦.୫ ବିଲିଅନ ଡଲାରର ବୃଦ୍ଧି ହୋଇଛି। ଏଥିଯୋଗୁଁ ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ୬୯୨.୮୭ ବିଲିଅନ ଡଲାର ସ୍ତରରେ ପହଞ୍ଚିଛି। ଗତ ଦୁଇ ମାସରୁ ଅଧିକ ସମୟ ମଧ୍ୟରେ…

    Continue reading
    ବର୍ଷା ଏବଂ ଭୂସ୍ଖଳନ ପାଇଁ ଅମରନାଥ ଯାତ୍ରା ସ୍ଥଗିତ

    ନୂଆଦିଲ୍ଲୀ: ଲଗାତାର ବର୍ଷା ଓ ଭୂସ୍ଖଳନ ଯୋଗୁଁ ରାସ୍ତାଘାଟରେ ବ୍ୟାପକ କ୍ଷୟକ୍ଷତି ହେବା ପରେ ଚଳିତବର୍ଷର ବାବା ଅମରନାଥ ଯାତ୍ରାକୁ ନିର୍ଦ୍ଧାରିତ ସମୟର ୨୦ ଦିନ ପୂର୍ବରୁ ସ୍ଥଗିତ ରଖାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ଆଉ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ