ପଞ୍ଜାବକୁ ଫେରିଲେ ମ୍ୟାକ୍ସୱେଲ

ନୂଆଦିଲ୍ଲୀ: ଗ୍ଲେନ ମ୍ୟାକ୍ସୱେଲଙ୍କୁ କିଣି ନାହିଁ ଆରସିବି। ସେ ପୁଣିଥରେ ପଞ୍ଜାବ କିଙ୍ଗସ ପାଖକୁ ଫେରିଛନ୍ତି। ମ୍ୟାକ୍ସୱେଲଙ୍କୁ ନେବା ପାଇଁ ହାଇଦ୍ରାବାଦ ଓ ଚେନ୍ନାଇ ଜୋରଦାର ଉଦ୍ୟମ କରିଥିଲେ। ହେଲେ ପଞ୍ଜାବ ତାଙ୍କୁ ୪.୨୦ କୋଟି ଟଙ୍କାରେ ନିଜ ପାଖକୁ ପୁଣି ଫେରାଇ ନେଇଛି।

୨୦୧୪ରୁ ୨୦୨୧ ଯାଏ ମ୍ୟାକ୍ସୱେଲ ପଞ୍ଜାବ ପାଇଁ ଖେଳିଥିଲେ।୨୦୨୨ରେ ତାଙ୍କୁ ଆରସିବି ୧୧ କୋଟି ଟଙ୍କାରେ କିଣିଥିଲା। ଏବେ ତାଙ୍କ ତାମ ଖସି ଯାଇଛି।

ଏହାବାଦ ମିଚେଲ ମାର୍ଶଙ୍କୁ ଲକ୍ଷ୍ନୌ ୩.୪୦ କୋଟି ଓ ମାର୍କସ ଷ୍ଟୋଇନିସଙ୍କୁ ପଞ୍ଜାବ ୧୧ କୋଟି ଟଙ୍କାରେ କିଣିଛି।

  • Related Posts

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ନ୍ୟୁୟର୍କ,04।09: ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି ଚଳିତ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କରି ଇତିହାସ ରଚିଛନ୍ତି। ଏହା ହେଉଛି ବିଶ୍ବମାନ୍ୟତାର ୩୨ତମ ସ୍ଥାନରେ ଥିବା ଭାମ୍ବ୍ରିଙ୍କ କ୍ୟାରିୟର୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ୍ କ୍ବାର୍ଟର୍‌ଫାଇନାଲ୍ ପ୍ରବେଶ। ଚତୁର୍ଦଶ ସିଡ୍‌ ଭାମ୍ବ୍ରି…

    Continue reading
    ଆଜିଠାରୁ ପୁରୁଷ ଏସିଆ କପ୍‌ ହକି ସୁପର-୪ ମୁକାବିଲା, ଦକ୍ଷିଣ କୋରିଆ-ଭାରତ ମୁହାଁମୁହିଁ

    ରାଜଗିର,03/09 : ପୁରୁଷ ଏସିଆ କପ୍‌ ହକିର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଭାରତ ୩ରେ ପ୍ରଥମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର