ପଞ୍ଜାବ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଆପ୍

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ।  ଦିଲ୍ଲୀରେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ରାଜନୈତିକ ବ୍ୟାପାର କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପଞ୍ଜାବ ଆମ୍ ଆଦମୀ ପାର୍ଟିର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଏବଂ ଆମ୍ ଆଦମୀ ପାର୍ଟିର ପଞ୍ଜାବ ପ୍ରଭାରୀ ମନୀଷ ସିସୋଦିଆ ଏହି ତାଲିକା ପ୍ରକାଶ କରିଛନ୍ତି । ଦଳ ୪୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୭ ଜଣ ବିଧାୟକଙ୍କୁ ପ୍ରାର୍ଥୀ କରିଛି । ଅବଶିଷ୍ଟ ୩ଟି ଆସନରେ ଆପ୍ ୨୦୨୨ ନିର୍ବାଚନରେ ହାରିଯାଇଥିଲା । ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ଧୁରୀ ଆସନରୁ ନିର୍ବାଚନ ଲଢିବେ ।

  • Related Posts

    ବିଜେଡିରେ ସାମିଲ ହେଲେ ରେଙ୍ଗାଲିର ପୂର୍ବତନ ବିଧାୟକ ରମେଶ ପଟୁଆ

    ଭୁବନେଶ୍ୱର: ବିଜେଡିରେ ସାମିଲ ହୋଇଛନ୍ତି ରେଙ୍ଗାଲିର ପୂର୍ବତନ ବିଧାୟକ ଶ୍ରୀ ରମେଶ ପଟୁଆ । ସେ ଶତାଧିକ ସମର୍ଥକଙ୍କ ସହ ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନଠାରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳରେ ଯୋଗଦାନ…

    Continue reading
    ଗଞ୍ଜାମ ଓ ଗଜପତିରେ ବନ୍ୟା ପରିଚାଳନାରେ ବିଜେପି ସରକାର ସମ୍ପୂର୍ଣ୍ଣ ଫେଲ ମାରିଛି: ବିଜେଡି

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଆଗୁଆ ସତର୍କ ସୂଚନା ଜାରି ହୋଇଥିବା ସତ୍ତ୍ୱେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାରେ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି