ପଥର ଛେଚି ଯୁବକଙ୍କୁ ହତ୍ୟା

ପୁରୀ : ପୁରୀରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଥିବାର ଖବର ମିଳିଛି। ଶ୍ରୀସେତୁ ତଳେ ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ପୁରୀ ସଦର ଥାନା ଅନ୍ତର୍ଗତ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ। ତାଙ୍କ ବୟସ ୪୩ ବର୍ଷ ବୋଲି କୁହାଯାଉଛି।
ଶ୍ରୀସେତୁ ନିକଟରେ ଗତକାଲି ରାତିରେ ତାଙ୍କୁ ପଥରରେ ଛେଚି ନିର୍ମମ ହତ୍ୟା କରାଯାଇଛି। ଟାଉନଥାନା ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପୁରୀ ସଦର ଡାକ୍ତରଖାନାକୁ ପଠାଇଛି। ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୁଲିସ। ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରୁଛି ପୁଲିସ। ତେବେ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତ ଫେରାର ରହିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ