ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ମୁନ୍ନା

ଭୁବନେଶ୍ୱର: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନନେଇ ଭି.କେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ମୁନ୍ନା ଖାଁ । ସେ କହିଛନ୍ତି ଯେ ଆମେ ବିଜୁ ପଟ୍ଟନାୟକଙ୍କ ରାସ୍ତାରେ ଚାଲୁଥିଲୁ । ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ । ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନାହିଁ, ତାକୁ ଚାପୁଡ଼ା ମାଡ଼ । କିନ୍ତୁ ଆମ ନେତା ନବୀନ ବାବୁ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢ଼ାଇଲେ । ମୁଁ ନବୀନ ବାବୁଙ୍କୁ କହିସାରିଛି ଏବେ ଆମେ ବିଜୁ ବାବୁଙ୍କ ଫର୍ମୁଲା ଆପଣାଇବୁ । ଇଏ ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁନି, ମୁଁ କହିସାରିଛି । ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ । କାହା ଅଣ୍ଡରରେ ରହିବା ନାହିଁ । ନବୀନଙ୍କ ଅଣ୍ଡରରେ ରହି କାମ କରିବା ବୋଲି ମୁନ୍ନା ଖାଁ କହିଛନ୍ତି ।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading
    ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା

    ଭୁବନେଶ୍ଵର : ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା। ଗୁରୁବାର ରାତିରେ ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । କମିଟିରେ ୭୨ ଜଣ ସଦସ୍ୟ ଅଛନ୍ତି । ଏଥିସହ ୩୮ ଜଣ ସ୍ୱତନ୍ତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ