ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି।

ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ପ୍ରତି ଅସହିଷ୍ଣୁତା ବୃଦ୍ଧି ପାଉଥିବାରୁ ନୂଆଦିଲ୍ଲୀ ଚିନ୍ତା ପ୍ରକଟ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ କରିଛି।

ଭାରତର ସ୍ବାଧୀନତା ସଂଗ୍ରାମରେ ଭଗତ ସିଂଙ୍କ ମୂଲ୍ୟବାନ ଅବଦାନକୁ ସରକାର ଏବଂ ସମଗ୍ର ରାଷ୍ଟ୍ର ସ୍ବୀକୃତି ଦେଇଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତମାସରେ ପାକସ୍ତାନର ପଞ୍ଜାବ ସରକାରଙ୍କ ଆଡଭୋକେଟ ଜେନେରାଲ ଅସ୍‌ଗର ଲେଘାରି ଲାହୋର ହାଇକୋର୍ଟରେ ଏକ ମାମଲାର ଶୁଣାଣି ବେଳେ ଭଗତ ସିଂଙ୍କ ବିରୋଧରେ କେତେକ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ

  • Garvita Odia

    Related Posts

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଘୋଷଣା ହୋଇଛି ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ବଲିଉଡ କିଙ୍ଗ ଶାହରୁଖ ଖାନ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ‘ଯବାନ’ ପାଇଁ ଶାହରୁଖ ଓ ୧୨th ଫେଲ ପାଇଁ ବିକ୍ରାନ୍ତଙ୍କୁ ଏହି…

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ନୂଆଦିଲ୍ଲୀ : ପ୍ରତ୍ୟେକ ମାସ ଭଳି ଅଗଷ୍ଟ ମାସ ପହିଲାରେ ଅନେକ ନିୟମରେ ପରିବର୍ତ୍ତନ ହୋଇଛି । ୧ ଅଗଷ୍ଟରୁ ଏଲପିଜି ସିଲିଣ୍ଡରର ଦାମ୍‌ କମିବା ସହ ୟୁପିଆଇ ସମ୍ବନ୍ଧିତ ନିୟମରେ ମଧ୍ୟ କିଛି ପରିବର୍ତ୍ତନ ହୋଇଛି । ଏହାସହ ୧୫…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ