ପାଗଳ ଷଣ୍ଢ ଆକ୍ରମଣରେ ବୃଦ୍ଧ ମୃତ

କଟକ : କଟକ ବିଡ଼ାନାସୀ ଥାନା ଭୁଆସୁଣୀ ପଠାରେ ଷଣ୍ଢଙ୍କ ଉତ୍ପାତ। ପାଗଳ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ବିଡାନାସୀ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ସିଏମ୍‌ସି ପକ୍ଷରୁ ଷଣ୍ଢକୁ କାବୁ କରାଯାଇଛି।

ସୂଚନାନୁଯାୟୀ, ସୋମବାର ସକାଳେ ବିଡାନାସୀ ଅଞ୍ଚଳର ଜଣେ ବୃଦ୍ଧ ଭୁଆସୁଣୀ ପଠାକୁ ଯାଇଥିଲେ। ଏହି ସମୟରେ ଏକ ପାଗଳ ଷଣ୍ଢ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଗତକାଲି ମଧ୍ୟ ଏକାଧିକ ଲୋକଙ୍କୁ ଷଣ୍ଢ ଆକ୍ରମଣ କରିଥିଲା। ସିଏମ୍‌ସି ପକ୍ଷରୁ ଷଣ୍ଢକୁ କାବୁ କରାଯାଇଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ